• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ପୁରୀ : ଆଡ଼ପ ମଣ୍ଡପରେ ଶ୍ରୀଜିଉ। ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏନେଇ ଗୁଣ୍ଡିଚା ମନ୍ଦିରରେ ପ୍ରବଳ ଜନସମାଗମ । ରଥଯାତ୍ରା ଦିନ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଥିଲେ ଚତୁର୍ଦ୍ଧା ମୂର୍ତ୍ତି।  ଶୁକ୍ରବାର ସଂଧ୍ୟାରେ ଠାକୁର ଆଡ଼ପ ମଣ୍ଡପକୁ ବିଜେ କରିଥିଲେ।

ଗୋଟି ପହଣ୍ଡିରେ ଝୁଲି ଝୁଲି ଜନ୍ମବେଦୀକୁ ଯାଇଥିଲେ। ପ୍ରଥମେ ରାମକୃଷ୍ଣ, ମଦନ ମୋହନ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବା ପରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରା ଓ ଶେଷରେ କାଳିଆ ସାଆନ୍ତ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ଆଜିଠାରୁ ଆଡ଼ପ ଅବଢ଼ା ମଧ୍ୟ ମିଳିବ।

Rath-yatra-adapa-mandapa-bije-of-holy-trinity
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories