ବାହାର ଜିଲ୍ଲା ପୁଲିସ୍‌ଙ୍କୁ ପୁରୀ ମନା

ପୁରୀ: ଅଫିସ୍‌ କାମ ବାହାନା କରି କୌଣସି ଜିଲ୍ଲା ବାହାରର ପୁଲିସ୍‌ ପୁରୀକୁ ଯାଇପାରିବେ ନାହିଁ। ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଜିଲ୍ଲାର ପୁଲିସ୍‌ ଅଧିକାରୀଙ୍କ ପୁରୀ ଯିବା ଉପରେ କଟକଣା ଲଗାଇଛନ୍ତି ପୁଲିସ୍‌ ଡିଜି ଅଭୟ। ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏଭଳି ଗାଇଡଲାନ୍‌ ଜାରି କରିଛନ୍ତି ଡିଜିପି ।

ଆବଶ୍ୟକ ପଡିଲେ ରାଜ୍ୟ ପୁଲିସ୍‌ ମୁଖ୍ୟାଳୟରୁ ଅନୁମତି ନେଇ ପୁରୀ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।  କିଛି ମାସ ତଳେ ଲକ୍‌ଡାଉନ୍‌ ସମୟରେ ଯାଜପୁର ପୁଲିସ୍‌ର ଜଣେ ଅଧିକାରୀ ପୁରୀ ଯାଇ ଶ୍ରୀମନ୍ଦିର ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ସେତେବେଳେ ବେଶ୍ ଚର୍ଚ୍ଚା ହୋଇଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like