ଆଜି ବାହାରିବ ନୀଳାଚଳ ଅବଢ଼ା

ପୁରୀ: ଆଜି ବାହାରିବ ନୀଳାଚଳ ଅବଢ଼ା। ଗତକାଲି ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ସରିବା ପରେ ଆଜି ନୀଳାଚଳ ଅବଢ଼ା ବାହାରିବ। ତେବେ ଭକ୍ତ କେମିତି ଅବଢ଼ା ପାଇବେ ସେଥିପାଇଁ ବ୍ୟବସ୍ଥା କରାଯିବ ବୋଲି ସୁଆର ମହାସୁଆର ନିଯୋଗ ପକ୍ଷରୁ କୁହାଯାଇଛି।

ଶ୍ରୀଜିଉ ଆଡ଼ପ ମଣ୍ଡପରେ ଥିବା ବେଳେ ଯେମିତି ଆଡ଼ପ ଅବଢ଼ା ପାଇଁ ବସ୍‌ ଷ୍ଟାଣ୍ଡ୍‌ ପାଖରେ ବ୍ୟବସ୍ଥା କରାଯାଇଥିଲା, ନୀଳାଚଳ ଅବଢ଼ା ପାଇଁ ମଧ୍ୟ ସେଭଳି ବ୍ୟବସ୍ଥା କରିବାକୁ ଉପଜିଲ୍ଲାପାଳଙ୍କ ସହ କଥା ହୋଇଥିବା ନେଇ ସୁଆର ମହାସୁଆର ନିଯୋଗ ସମ୍ପାଦକ କହିଛନ୍ତି।

ଉତ୍ତର ଦ୍ୱାର ପାଖରେ ଥିବା ଖାଲି ସ୍ଥାନରେ ଟୋକନ୍‌ ବ୍ୟବସ୍ଥା କରି ଭକ୍ତ ଯେମିତି ଅବଢ଼ା ପାଇବେ ସେ ବ୍ୟବସ୍ଥା କରାଯିବ। ଟୋକନ ବ୍ୟବସ୍ଥା କରି ଅବଢ଼ା ଦିଆଯିବ। ଆନନ୍ଦ ବଜାରରୁ ଅବଢ଼ା ଆଣି ଉତ୍ତରଦ୍ୱାର ପାଖରେ ଥିବା ସ୍ଥାନରେ ଭକ୍ତଙ୍କୁ ଅବଢ଼ା ଦେବା ବ୍ୟବସ୍ଥା କରିବାକୁ ପ୍ରଶାସନକୁ କୁହାଯାଇଥିବା ସୁଆର ମହାସୁଆର ନିଯୋଗ କହିଛନ୍ତି।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like