କଲେଜ ଛାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

କଟକ: ସଡ଼କ ଦୁର୍ଘଟଣାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ। କଟକ ରେଭେନ୍ସା କଲେଜ ନିକଟରେ ଆଜି ଦିନ ପ୍ରାୟ ୨ଟା ସମୟରେ ଏହି ଦୁର୍ଘଟଣା ଘଟିଛି।

ମୃତ ଛାତ୍ରୀଙ୍କ ନାଁ ଅନ୍ନପୂର୍ଣ୍ଣା ଚୌଧୁରୀ। ଚୌଦ୍ୱାରରେ ତାଙ୍କ ଘର। ସେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ।

ସୂଚନା ଅନୁସାରେ, ଅନ୍ନପୂର୍ଣ୍ଣା ସ୍କୁଟି ନେଇ ଯାଉଥିବା ବେଳେ କୌଣସି କାରଣରୁ ଗାଡ଼ିରୁ ଖସି ପଡ଼ିଥିଲେ। ଏହି ସମୟରେ ସେଇ ରାସ୍ତା ଦେଇ ଯାଉଥିବା ଏକ ଟ୍ରକ୍‌ ତାଙ୍କ ଉପରେ ଚଢ଼ି ଯାଇଥିଲା।

ଆହୁରି ପଢ଼ନ୍ତୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

You might also like