ସଟ୍‌ଡାଉନ୍‌ ତାଲିକାରେ ସାମିଲ ହେଲା ଆଉ ଏକ ଜିଲ୍ଲା

ରାୟଗଡ଼ା: ଆଜିଠୁ ୩ ଦିନ ପାଇଁ ବରଗଡ଼ ଜିଲ୍ଲାକୁ ସଟ୍‌ଡାଉନ୍‌ କରାଯାଇଥିବା ବେଳେ ନବରଙ୍ଗପୁର ଜିଲ୍ଲାରେ ଆଜି ସକାଳ ୫ଟାରୁ ଆସନ୍ତାକାଲି ମଧ୍ୟରାତ୍ର ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ତେବେ ସଟ୍‌ଡାଉନ୍‌ ତାଲିକାରେ ଆଉ ଏକ ଜିଲ୍ଲା ସାମିଲ ହୋଇଛି।

୭୨ ଘଣ୍ଟା ପାଇଁ ରାୟଗଡ଼ା ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ।  ଆସନ୍ତାକାଲି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ୭୨ ଘଣ୍ଟା ସଟ୍‌ଡାଉନ୍‌ ରହିବ ସମ୍ପୂର୍ଣ୍ଣ ଜିଲ୍ଲା।

କରୋନା ସଂକ୍ରମଣକୁ ରୋକିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।  ସଟ୍‌ଡାଉନ୍ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଉଟ୍‌ଡୋର ମଧ୍ୟ ୪୮ ଘଣ୍ଟା ପାଇଁ ବନ୍ଦ ରହିବ। ଏ ନେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like