ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା
ଭୁବନେଶ୍ୱର: ବିବାଦ ପରେ ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶ ପାଇଛି। UG ଓ PG ବର୍ଗର ଟପ୍ପର ତାଲିକା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। UGରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି। ସୂଚନାଥାଉ କି, ଅକ୍ଟୋବର ୩୦ରେ UG ଓ PG ରେଜଲ୍ଟ ପ୍ରକାଶ ପାଇଥିଲା। ତେବେ ଟପ୍ପର ତାଲିକା ପ୍ରକାଶ ପାଇ ନଥିବାରୁ ଛାତ୍ର ସଂଗଠନ ପ୍ରତିବାଦ କରିଥିଲେ।
ଭୁବନେଶ୍ୱର: ବିବାଦ ପରେ ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶ ପାଇଛି। UG ଓ PG ବର୍ଗର ଟପ୍ପର ତାଲିକା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।
UGରେ ସୁଶ୍ରୀ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ ହୋଇଛନ୍ତି।
ସୂଚନାଥାଉ କି, ଅକ୍ଟୋବର ୩୦ରେ UG ଓ PG ରେଜଲ୍ଟ ପ୍ରକାଶ ପାଇଥିଲା। ତେବେ ଟପ୍ପର ତାଲିକା ପ୍ରକାଶ ପାଇ ନଥିବାରୁ ଛାତ୍ର ସଂଗଠନ ପ୍ରତିବାଦ କରିଥିଲେ।