• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର: ଗୋଟେ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ହେଉଥିବା ଖବର ଲୋକଙ୍କୁ ଆସ୍ୱସ୍ତି ଦେଉଛି। ଆଜି ରାଜ୍ୟରେ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୩୫, କଟକରୁ ୨୨, ନୂଆପଡ଼ାରୁ ୧୪, ବଲାଙ୍ଗିରରୁ ୧୪, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଅଛନ୍ତି।

ସେହିଭଳି ବାଲେଶ୍ୱର, ଢେଙ୍କାନାଳ ଓ ନୟାଗଡ଼ରୁ ୩ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ଅନୁଗୁଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ସୁସ୍ଥ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୦୪ ଜଣ କରୋନାରୁ ସୁସ୍ଥ ହେଲେଣି।

ଏହାପୂର୍ବରୁ ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ ଓ‌ ୬ଟି ଲୋକାଲ୍ କେସ୍ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

Record-123-covid19-recoveries-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories