ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
କେଉଁ ଜିଲ୍ଲାରୁ କେତେ?   

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ଅଛନ୍ତି। ସେହିପରି କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଂଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗିରରୁ ୧୦୮, ଗଂଜାମରୁ ୧୦୩ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡ଼ାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡ଼ାରୁ ୬୬, ସୁନ୍ଦରଗଡ଼ରୁ ୬୪, ଭଦ୍ରକରୁ ୬୨, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡ଼ରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡ଼ରୁ ୨୪, ନବରଙ୍ଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

You might also like