ଭୁବନେଶ୍ୱରରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୫୦୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୩୪୫ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି।

ଏହାକୁ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫୦୬ରେ ପହଞ୍ଚିଛି। ୫୭୬୪ ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ୪୦ ଜଣଙ୍କ ମୃତ୍ୟୁ ହୋଇଛି। ଏବେବି ୩୬୯୩ ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୩,୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୧, ୯୮୭ ଏବଂ ଲୋକାଲ କଣ୍ଟାକ୍ଟ ୧, ୨୬୫ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଦେଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୬୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

You might also like