ସୁସ୍ଥ ହେଲେ ୮୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୮୬୪ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ୧୬, ୭୯୨ କରୋନା ଆକ୍ରାନ୍ତ ସୁସ୍ଥ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଗଞ୍ଜାମରୁ ସର୍ବାଧିକ ୪୩୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡ଼ାରୁ ୧୩୭, ବରଗଡ଼ରୁ ୩୧ ଓ ଖୋର୍ଦ୍ଧାରୁ ୨୮ ଜଣ ସୁସ୍ଥ ହୋଇଛନ୍ତି। କଟକ ଓ କେନ୍ଦୁଝରରୁ ୨୬ ଲେଖାଏଁ, ଭଦ୍ରକରୁ ୨୩ ସୁସ୍ଥ
ମୟୂରଭଞ୍ଜରୁ ୨୨, ଯାଜପୁରରୁ ୧୯, କନ୍ଧମାଳରୁ ୧୫ ସୁସ୍ଥ ହୋଇଛନ୍ତି। ଗଜପତି ଓ ସମ୍ବଲପୁରରୁ ୧୪ ଲେଖାଏଁ, ଜଗତସିଂହପୁରରୁ ୧୨ ସୁସ୍ଥ ହୋଇଛନ୍ତି।


ସେହିପରି ଢ଼େଙ୍କାନାଳ ଓ ସୁନ୍ଦରଗଡ଼ରୁ ୧୦ ଲେଖାଏଁ, ନୟାଗଡ଼ରୁ ୭, ବାଲେଶ୍ୱର, ମାଲକାନଗିରି ଓ କେନ୍ଦ୍ରାପଡ଼ାରୁ ୬ ଲେଖାଏଁ ହୋଇଛନ୍ତି। ଝାରସୁଗୁଡ଼ା ଓ କୋରାପୁଟରୁ ୫ ଲେଖାଏଁ, ବଲାଙ୍ଗିରରୁ ୪ ସୁସ୍ଥ
ପୁରୀରୁ ୩, ବୌଦ୍ଧରୁ ୨ ଓ ସୁବର୍ଣ୍ଣପୁରରୁ ଜଣେ ସୁସ୍ଥ ହୋଇଛନ୍ତି।

ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯ ରହିଛି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

You might also like