ବର୍ଷା ସହ ବଜ୍ରପାତ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର।
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ଦିନ ୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର।