• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ଅପରାହ୍ଣ ସାଢ଼େ ୩ଟା ରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କନ୍ଧମାଳ, ଗଜପତି, ମାଲକାନଗିରି, ସୁନ୍ଦରଗଡ଼, ନୂଆପଡ଼ା ଓ ନବରଙ୍ଗପୁର।

ସୂଚନାଥାଉ କି, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଥିଲା । କେଉଁଠି ବଜ୍ରପାତରେ ଜୀବନ ଯାଇଥିଲା ତ ଆଉ କେଉଁଠି ଝଡ଼ପବନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିଲା। ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ କେଶଡିହା ପୁରୁଣାପାଣି ଗାଁରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଥିଲେ।

Regional-met-department-issues-lightning-light-to-moderate-rainfall-warning-in-6-districts-of-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories