• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର:ଆସନ୍ତା ମେ ୩ରେ ଲକଡାଉନ୍ ସରିବ। ଏହା ପରେ ପ୍ରବାସୀ ଓଡ଼ିଆମାନେ ଘରକୁ ଫେରି ପାରିବେ। ସେଥିପାଇଁ   ଆଜିଠୁ ଆରମ୍ଭ ହେବ ରେଜିଷ୍ଟ୍ରେସନ।  ଉଭୟ ଅନ୍‌ଲାଇନ୍ ଓ ଅଫଲାଇନରେ ରେଜିଷ୍ଟ୍ରେସନ ପାଇଁ ହୋଇଛି ବ୍ୟବସ୍ଥା।  ଏଥିପାଇଁ ସରକାରଙ୍କ ପକ୍ଷରୁ ଜାରି ହୋଇଛି ସ୍ୱତନ୍ତ୍ର ଫର୍ମ ।

ଏହି ଫର୍ମରେ ସ୍ପଷ୍ଟ ଭାବରେ ଓଡ଼ିଶା ଫେରନ୍ତାଙ୍କ ନାଁ, ଗାଁ ଓ ଠିକଣା ସହ ସମ୍ପୂର୍ଣ୍ଣ ଯାତ୍ରା ବିବରଣୀ ଉଲ୍ଲେଖ ରହିବ। ତାସହ ସେ ଦାଦନ ଶ୍ରମିକ, ଛାତ୍ର, ପର୍ଯ୍ୟଟକ ନା ଅନ୍ୟ କେଉଁ ଶ୍ରେଣୀର ସେ କଥା ବି ଜଣାଇବାକୁ ହେବ।  ପଞ୍ଜୀକରଣ ପରେ ଜିଲ୍ଲା ନୋଡାଲ ଅଧିକାରୀ ଅନଲାଇନ୍ ପୋର୍ଟାଲରେ ସବିଶେଷ ତଥ୍ୟ ଅପଲୋଡ୍ କରିବେ ।

ଓଡ଼ିଶା ଫେରିଲେ ସେମାନଙ୍କ ରହିବା ବ୍ୟବସ୍ଥା କରାଯିବ। ପଞ୍ଚାୟତ ସ୍ତରୀୟ କ୍ୱାରେଣ୍ଟିନ୍ ସେଣ୍ଟରର କାମ ବି ଜୋରସରରେ ଚାଲିଛି। ଏହାର ତଦାରଖ ପାଇଁ ସବୁଠି ସରପଞ୍ଚଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍ ଗଠନ ହେବ ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା।

Registration-starts-from-today-for-odia-labour-those-who-ll-return-from-home-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories