ଆଜିଠୁ ଘର ବାହୁଡ଼ାଙ୍କ ପାଇଁ ପଞ୍ଜୀକରଣ

ଭୁବନେଶ୍ୱର:ଆସନ୍ତା ମେ ୩ରେ ଲକଡାଉନ୍ ସରିବ। ଏହା ପରେ ପ୍ରବାସୀ ଓଡ଼ିଆମାନେ ଘରକୁ ଫେରି ପାରିବେ। ସେଥିପାଇଁ   ଆଜିଠୁ ଆରମ୍ଭ ହେବ ରେଜିଷ୍ଟ୍ରେସନ।  ଉଭୟ ଅନ୍‌ଲାଇନ୍ ଓ ଅଫଲାଇନରେ ରେଜିଷ୍ଟ୍ରେସନ ପାଇଁ ହୋଇଛି ବ୍ୟବସ୍ଥା।  ଏଥିପାଇଁ ସରକାରଙ୍କ ପକ୍ଷରୁ ଜାରି ହୋଇଛି ସ୍ୱତନ୍ତ୍ର ଫର୍ମ ।

ଏହି ଫର୍ମରେ ସ୍ପଷ୍ଟ ଭାବରେ ଓଡ଼ିଶା ଫେରନ୍ତାଙ୍କ ନାଁ, ଗାଁ ଓ ଠିକଣା ସହ ସମ୍ପୂର୍ଣ୍ଣ ଯାତ୍ରା ବିବରଣୀ ଉଲ୍ଲେଖ ରହିବ। ତାସହ ସେ ଦାଦନ ଶ୍ରମିକ, ଛାତ୍ର, ପର୍ଯ୍ୟଟକ ନା ଅନ୍ୟ କେଉଁ ଶ୍ରେଣୀର ସେ କଥା ବି ଜଣାଇବାକୁ ହେବ।  ପଞ୍ଜୀକରଣ ପରେ ଜିଲ୍ଲା ନୋଡାଲ ଅଧିକାରୀ ଅନଲାଇନ୍ ପୋର୍ଟାଲରେ ସବିଶେଷ ତଥ୍ୟ ଅପଲୋଡ୍ କରିବେ ।

ଓଡ଼ିଶା ଫେରିଲେ ସେମାନଙ୍କ ରହିବା ବ୍ୟବସ୍ଥା କରାଯିବ। ପଞ୍ଚାୟତ ସ୍ତରୀୟ କ୍ୱାରେଣ୍ଟିନ୍ ସେଣ୍ଟରର କାମ ବି ଜୋରସରରେ ଚାଲିଛି। ଏହାର ତଦାରଖ ପାଇଁ ସବୁଠି ସରପଞ୍ଚଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍ ଗଠନ ହେବ ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like