ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୦୪ ଛୁଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨୧୩୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

You might also like