ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୨୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୧, ୪୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

You might also like