ଘରକୁ ଫେରିଲେ କୁଏତରେ ଫସି ରହିଥିବା ଓଡ଼ିଆ ଶ୍ରମିକ

ଭୁବନେଶ୍ୱର : କୁଏତରୁ ଘରକୁ ଫେରିଛନ୍ତି ୧୨ ଓଡ଼ିଆ ଶ୍ରମିକ। କୁଏତରେ ଅବସ୍ଥାପିତ ଭାରତୀୟ ଦୂତାବାସ ସହଯୋଗରେ ସେମାନେ ଘରକୁ ଫେରିଛନ୍ତି। ଏଥିପାଇଁ ଟ୍ୱିଟ୍‌ ଜରିଆରେ ଭାରତର ରାଷ୍ଟ୍ରଦୂତ ଶ୍ରୀ ବିପୁଲଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

କାମ କରିବାକୁ ଯାଇ ଏହି ଓଡ଼ିଆ ଶ୍ରମିକମାନେ କୁଏତରେ ଫସି ଯାଇଥିଲେ। ୯ ମାସ ଧରି ସେମାନଙ୍କୁ ଦରମା ମିଳିନଥିଲା। ଦରମା ମାଗିବାରୁ ସମସ୍ତଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। ଘରକୁ ମଧ୍ୟ ସେମାନେ ଫେରି ପାରିପାରି ନଥିଲେ। ଏହା ଜାଣିବା ପରେ ଏହି ଶ୍ରମିକମାନେ କୁଏତରୁ ଓଡ଼ିଶାକୁ କେମିତି ଫେରିବେ, ସେଦିଗରେ ଉଦ୍ୟମ କରିଥିଲେ ବୈଜୟନ୍ତ ପଣ୍ଡା। ଫସି ରହିଥିବା ଶ୍ରମିକଙ୍କୁ ସାହାଯ୍ୟ କରିବାକୁ କୁଏତରେ ଥିବା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖିଥିଲେ। ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ପରେ ଶେଷରେ ଓଡ଼ିଶା ଶ୍ରମିକମାନେ ଘରକୁ ଫେରିଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like