ଆରପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତି

ଆରପାରିରେ ଅମରେନ୍ଦ୍ର ମହାନ୍ତି

  • ଆରପାରିରେ ଅମରେନ୍ଦ୍ର ମହାନ୍ତି
  • ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ
  • କୋଭିଡରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ
  • ୩ ଦିନ ହେଲା ଭେଣ୍ଟିଲେଟରରେ ଥିଲେ
  • ପରଲୋକ ନେଇ ସୂଚନା ଦେଲେ ଝିଅ ଅନ୍ୱେଷା ମହାନ୍ତି
  • ବହୁ ଲୋକପ୍ରିୟ ଓଡ଼ଇା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଛି। କୋଭିଡରେ ଆକ୍ରାନ୍ତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଅମରେନ୍ଦ୍ର। ୩ ଦିନ ହେଲା ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଝିଅ ଅନ୍ୱେଷା ମହାନ୍ତି। ବହୁ ଲୋକପ୍ରିୟ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅମରେନ୍ଦ୍ର।

You might also like