୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ଭୁବନେଶ୍ୱର: ବିଭିନ୍ନ କାରଣରୁ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ଠିକ୍‌ ଭାବେ ହୋଇପାରିନଥିବା ୯ ଟି ବୁଥ୍‌ରେ ଆଜି ସାନି ମତଦାନ ଚାଲିଛି। ଗତ ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିଲା।

ଏହି ୯ଟି ବୁଥ୍‌ ହେଲା- ବଣାଇ ଆସନର ୧୨୯ ନମ୍ବର ଉପରପଡ଼ା କେନ୍ଦ୍ରିକେଲା ବୁଥ୍‌, ସୁନ୍ଦରଗଡ଼ ଆସନର ୨୧୩ ନମ୍ବର ରଙ୍ଗାଢିପା ବୁଥ୍‌, ଦଶପଲ୍ଲାର ୨୧୦ ନମ୍ବର ବାହାଡ଼ଝୋଲା ବୁଥ୍ ଓ ୨୨୨ ନମ୍ବର ବେତନଟୀ ବୁଥ୍‌, ଅତାବିରା ଆସନର ୨୩୫ ନମ୍ବର ଅରେଇଗୁଡ଼ି ବୁଥ୍, ବରଗଡ଼ର ୬୮ ନମ୍ବର ଶକ୍ତିନଗର ବୁଥ୍‌, ପଦମପୁରର ୧୬ ନମ୍ବର ଡଭା ବୁଥ୍, ବ୍ରଜରାଜନଗରର ୨୫୪ ନମ୍ବର ଚାରମାଳ ବୁଥ୍‌ ଏବଂ ସୋରଡ଼ାର ୧୮୨ ନମ୍ବର ରେଣ୍ଟି ବୁଥ୍‌।

ଏହି ସବୁ ବୁଥ୍‌ରେ ସାନି ମତଦାନ ପାଇଁ ସମସ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like