• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ବ୍ରହ୍ମପୁର : ରାଜ୍ୟ ଶିଶୁ ସୁରକ୍ଷା ଓ ଅଧତ୍କାର ଆୟୋଗର ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ବ୍ରହ୍ମପୁର ବଡ଼ ଡାକ୍ତରଖାନା ଗସ୍ତ କରି ପୀଡ଼ିତାଙ୍କୁ ଭେଟିଥିଲେ। ପୀଡିତାଙ୍କ ସହ ଆଲୋଚନା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ଗଣମାଧ୍ୟମ ଆଗରେ କହିଛନ୍ତି।

ତେବେ ଏହି ଘଟଣାରେ ଯେଉଁ ଅଧତ୍କାରୀମାନେ ସେମାନଙ୍କ ଦାୟିତ୍ୱ ଖିଲାପ କରିଛନ୍ତି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

ସେପଟେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣାରେ ବିଭାଗୀୟ ମନ୍ତ୍ରୀ ରମେଶ ମାଝି ଓ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ବହିଷ୍କାର ଦାବି କରିଛି ମହିଳା କଂଗ୍ରେସ।

ଏହା ସହ ସଂପୃକ୍ତ ଦୁଇ ବିଭାଗର ସଚିବ ଓ କନ୍ଧମାଳ ଜିଲ୍ଲାପାଳଙ୍କ ନିଲମ୍ବନ ଦାବି କରିଛି ଦଳ। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଯଦି ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନ ନିଅନ୍ତି, ତେବେ ୧୯ ତାରିଖରେ ମହିଳା କଂଗ୍ରେସ ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି।

ଏହି ପ୍ରସଙ୍ଗରେ ରାଜ୍ୟ ସରକାର କି ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Residential-school-shame-children-commission-members-meet-minor-girl
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories