• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

କନ୍ଧମାଳ: ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ଡାକରା ଦିଆଯାଇଛି। ଦାରିଙ୍ଗବାଡ଼ି ସେବାଶ୍ରମରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାକୁ ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ଛାତ୍ରୀଙ୍କୁ କ୍ଷତିପୂରଣ ଦାବି ସହ ଘଟଣାରେ ସଂପୃକ୍ତ ଅଧିକାରୀଙ୍କୁ ତୁରନ୍ତ ବରଖାସ୍ତ ଦାବିରେ କନ୍ଧମାଳ ସୁରକ୍ଷା ଅଭିଯାନ ଏହି ବନ୍ଦ ପାଳନ କରୁଛି।

ବିଜେପି ମଧ୍ୟ ଏହି ବନ୍ଦକୁ ସମର୍ଥନ ଜଣାଇଛି। ଜିଲ୍ଲାପାଳଙ୍କ ବଦଳି ସହ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଦଳ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଏହାସହ ବିଜେପି ଘଟଣାରେ ନ୍ୟାୟିକ ତଦନ୍ତ ମଧ୍ୟ ଦାବି କରିଛି।

ସକାଳ ୬ଟାରୁ ଏହି ବନ୍ଦ ପାଳନ ହେଉଛି। ଫଳରେ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। କନ୍ଧମାଳ ସୁରକ୍ଷା ଅଭିଯାନ ଓ ବିଜେପି କର୍ମୀ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।

Residential-school-shame12-hour-bandh-observes-in-kandhamal-today
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories