ହଟହଟା ହେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ଦାସ

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍‌ ଅନ୍ତର୍ଗତ କଟିସାହିରେ ଭୋଗରାଇର ବିଜେଡି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ଅନନ୍ତ ଦାସଙ୍କୁ ହଟହଟା ହେବାକୁ ପଡ଼ିଛି।

ଗତକାଲି ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ଲୋକେ ତାଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ଘେରି ଯାଇଥିଲେ। ଗତ ୫ ବର୍ଷ ଭିତରେ ଅଞ୍ଚଳର ବିକାଶ ପାଇଁ ଏବଂ ମୌଳିକ ସୁବିଧା ପାଇଁ କ’ଣ ପଦକ୍ଷେପ ନେଇଛନ୍ତି ବୋଲି ଅନନ୍ତ ଦାସଙ୍କୁ ପ୍ରଶ୍ନ କରିଥିଲେ ଲୋକେ। ତା’ସହ  ଘେରିଯାଇ ପ୍ରଚାର ଗାଡ଼ିକୁ ଅଟକାଇ ଦେଇଥିଲେ।

ଶେଷରେ କମର୍ଦ୍ଦା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ତେବେ ଏନେଇ ବିଧାୟକ ପ୍ରାର୍ଥୀ ଅନନ୍ତ ଦାସଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

You might also like