ଚାନ୍ଦବାଲି ବିଜେଡିରେ ଗୋଷ୍ଠୀ କନ୍ଦଳ

ବିଧାୟକ- ବିଜେଡି ଉପସଭାପତି ମୁହାଁମୁହିଁ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ବିଜେଡିରେ ଗୋଷ୍ଠୀ କନ୍ଦଳ ଦେଖାଦେଇଛି । ଗୋଷ୍ଠୀ କନ୍ଦଳ ଯୋଗୁ ଏବେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପାଇଁ ଅଡୁଆ ବଢ଼ିଛି। ଜିଲ୍ଲା ବିଜେଡି ଉପସଭାପତି ଓ ବିଧାୟକଙ୍କର ବିଭିନ୍ନ ପଞ୍ଚାୟତରେ ଅଲଗା ଅଲଗା କାର୍ଯ୍ୟାଳୟ ଚାଲିଛି। ସମାନ୍ତରାଳ ଭାବେ ଦୁଇ ଗୋଷ୍ଠୀ ଏବେ ଚାନ୍ଦବାଲି ଅଞ୍ଚଳରେ ନିଜର ସଙ୍ଗଠନ ବଢ଼ାଇବାରେ ଲାଗିଛନ୍ତି।

ଏହା ଏବେ ବିଜେଡି ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଛି। କଂଗ୍ରେସ ସହ ବିଧାୟକଙ୍କ ଅଘୋଷିତ ମେଣ୍ଟ ଚାଲିଥିବା ପୂରୁଣା ବିଜେଡି ନେତା ଅଭିଯୋଗ କରିଛନ୍ତି। ଏମିତିକି ବିଧାୟକ ବ୍ୟୋମକେଶ ରାୟଙ୍କୁ ଜିଲ୍ଲା ବିଜେଡି ଉପସଭାପତି ପ୍ରତାପ ଚନ୍ଦ୍ର ଧଳ ଖୋଲାଖୋଲି ବିରୋଧ କରୁଛନ୍ତି। ଅନ୍ୟପଟେ କଂଗ୍ରେସ ସହ ଅଘୋଷିତ ମେଣ୍ଟକୁ ବିଧାୟକ ବ୍ୟୋମକେଶ ରାୟ ଖଣ୍ଡନ କରିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like