ଲଗାଣ ବର୍ଷାରେ ନଦୀର ଜଳସ୍ତର ବୃଦ୍ଧି, ବିପଦ ସଙ୍କେତ ଟପିଲା ଜଳକା

ଜଳେଶ୍ୱର: ଲଗାଣ ବର୍ଷାରେ ନଦୀର ଜଳସ୍ତର ବୃଦ୍ଧି ପାଇଛି। ବନ୍ୟାଜଳ ଆସିବା ଫଳରେ ଅନେକ ଚାଷ ଜମିରେ ପାଣି ମାଡ଼ି ଯିବା ସହ ଅନେକ ଅଞ୍ଚଳ ପ୍ରଭାବିତ ମଧ୍ୟ ହୋଇଛି।

ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ଜଳକା ବିପଦ ସଙ୍କେତ ଟପିଛି। ଫଳରେ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳ ପ୍ରଭାବିତ ହୋଇଛି।

ମଥାନୀ ଠାରେ ବିପଦ ସଙ୍କେତ ୫. ୫୦ ମିଟର ଥିବାବେଳେ ଜଳସ୍ତର ୬.୩୦ମିଟରରେ ପ୍ରବାହିତ ହେଉଛି। ଯଦି ଏଭଳି ବର୍ଷା ଲାଗି ରହେ ତେବେ ବସ୍ତା ବ୍ଳକ୍‌ର ୧୦ଟି ପଞ୍ଚାୟତ ଓ ସଦର ବ୍ଳକ୍‌ର ୨ଟି ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like