ବିଦ୍ୟୁତ୍‌ ପାଇଁ ବିଭିନ୍ନ ସ୍ଥାନରେ ରାସ୍ତାରୋକ

ଜଗତସିଂହପୁର: ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକ। ବାତ୍ୟା ‘ଫୋନି’ ପ୍ରଭାବରେ ଜଗତସିଂହପୁର ଜିଲ୍ଲାରେ ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ ହୋଇଛି।

ଏ ପର୍ଯ୍ୟନ୍ତ  ବିଜୁଳି ସଂଯୋଗ ହୋଇ ନ ଥିବାରୁ ପ୍ରତିବାଦ କରି ଲୋକମାନେ ରାସ୍ତାକୁ ଓହ୍ଲାଇଥିଲେ। ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ଦାବିରେ ଆଜି କଟକ-ପାରୀଦୀପ ରାସ୍ତାର ବିଭିନ୍ନ ସ୍ଥାନରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ।

ଜୟପୁରରେ ଜୟପୁର ଗାଁ ଲୋକେ, ନୂଆପଡା ନିକଟରେ ଛପଡ଼ା ଓ ବିଦ୍ୟାଧରପୁର ପଞ୍ଚାୟତ ଲୋକେ ରାସ୍ତାରୋକ କରିଥିଲେ।  ଏଥିଯୋଗୁ ଏହି ରାସ୍ତାରେ ଦୀର୍ଘ ସମୟ ଧରି ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।  ତେବେ ୩ ଦିନ ଭିତରେ ବିଦ୍ୟୁତ୍‌ ସଂଯୋଗ ଦିଆଯିବ ବୋଲି ତିର୍ତ୍ତୋଲର ବିଦ୍ୟୁତ୍‌ SDO ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like