ନବବଧୂ ହତ୍ୟାକାରୀକୁ ଧରିବା ଦାବିରେ ମହିଳାଙ୍କ ରାସ୍ତାରୋକ୍

କରଞ୍ଜିଆ : ବୋହୂକୁ ହତ୍ୟା କରିଥିବା ଅଭିଯୁକ୍ତକୁ ଗିରଫ ଦାବିରେ ତାତିଲେ ମହିଳା। ଅଭିଯୁକ୍ତକୁ ଧରିବାରେ ପୁଲିସର ନିଷ୍କ୍ରିୟତା ଅଭିଯୋଗ କରି ରାସ୍ତାରୋକ କରିଛନ୍ତି ଶତାଧିକ ମହିଳା।

ଗତ ୧୭ ତାରିଖରେ ମୟୂରଭଞ୍ଜ ମହୁଲଡ଼ିହା ଥାନା କଇଲିପାଳରେ ନବବଧୂଙ୍କୁ ଜାଳି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ଏଯାଏଁ ପୁଲିସ ଅଭିଯୁକ୍ତକୁ ଗିରଫ କରିପାରିନାହିଁ।

ଏହାର ପ୍ରତିବାଦରେ ଏବଂ ଅଭିଯୁକ୍ତକୁ ଗିରଫ ଦାବିରେ ୫୩ ନମ୍ବର ରାଜ୍ୟ ରାଜପଥ ମହୁଲଡ଼ିହା ଥାନା ଛକରେ ରାସ୍ତାରୋକ କରିଛନ୍ତି ଶତାଧିକ ମହିଳା।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like