୨ ଲକ୍ଷ ଟଙ୍କା ଝାମ୍ପିନେଲେ

ଖୋର୍ଦ୍ଧା: ବାପ ପୁଅଙ୍କ ଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଦୁର୍ବୃତ୍ତ ମାନେ ସେମାନଙ୍କଠୁ ଟଙ୍କାକୁ ଝାମ୍ପି ନେଇଛନ୍ତି। ଟାଉନ୍ ଥାନା ଗୋଡ଼ିପୋଖରୀ ନିକଟରେ ଲୁଟ୍‌ର ଅଭିଯୋଗ ହୋଇଛି।

ସେପଟେ ବାଙ୍କୀରେ ଟଙ୍କା ଡିପୋଜିଟ୍ ପାଇଁ ଯାଉଥିବା ବେଳେ ଲୁଟ୍ ହୋଇଛି। ଏକ ଗ୍ୟାସ୍ ଏଜେନ୍ସି କର୍ତ୍ତୃପକ୍ଷଙ୍କ ଠାରୁ ୪ ଲକ୍ଷ ୯୬ ହଜାର ଟଙ୍କା ଲୁଟ୍ ହୋଇଥିବା ସୂଚନା ମିଳିଛି। ଏସ୍‌ବିଆଇ ବ୍ୟାଙ୍କରୁ ଟଙ୍କା ନେଇ ଆସୁଥିବା ବେଳେ ୨ ଦୁର୍ବୃତ୍ତ ଲୁଟ୍‌ କରିଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like