ସୁନା ଦୋକାନୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ଯାଜପୁର: ସୁନା ଦୋକାନିଙ୍କୁ ଆକ୍ରମଣ କରି ଲୁଟ୍। ଯାଜପୁର ଧର୍ମଶାଳା ବ୍ରହ୍ମବରଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସ୍ଥାନୀୟ ବ୍ୟବସାୟୀ ମହେଶ୍ୱର ସାହୁ ଲୁଟ୍‌ର ଶିକାର ହୋଇଛନ୍ତି। ମହେଶ୍ୱର ଦୋକାନ ବନ୍ଦ କରି ସୁନା ଗହଣା ନେଇ ସ୍କୁଟିରେ ଘରକୁ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏକ ପଲ୍‌ସରରେ ୩ ଦୁର୍ବୃତ୍ତ ଆସି ତାଙ୍କୁ ଆକ୍ରମଣ କରିବା ସହ ସୁନା ଗହଣା ଓ ସ୍କୁଟି ନେଇ ଫେରାର ହୋଇଯାଇଥିବା ମହେଶ୍ୱର କହିଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ୟବସାୟୀଙ୍କୁ ଯାଜପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like