ଦଲାଲମୁକ୍ତ ହେବ ଆର୍‌ଟିଓ ଅଫିସ!

ଭୁବନେଶ୍ୱର: ୧୫ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଆର୍‌ଟିଓ ଅଫିସକୁ  ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଆର୍‌ଟିଓମାନଙ୍କ ସହ ଭିଡିଓ କନଫରେନସିଂ କରି ମୁଖ୍ୟମନ୍ତ୍ରୀ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ କିପରି ସହଜରେ ଡ୍ରାଇଭିଂ ଲାଇସେନ୍ସ ମିଳିପାରିବ, ଗାଡ଼ିର କାଗଜ ପତ୍ର କିପରି ସୁବିଧାରେ ହୋଇପାରିବ ସେସବୁ ଉପରେ ଗୁରୁତ୍ୱ ଦେବାକୁ ବୈଠକରେ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

ଏଥିପାଇଁ ଅଧିକ କାଉଣ୍ଟର ଓ ଗ୍ରାମାଞ୍ଚଳରେ କ୍ୟାମ୍ପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ମେଡିକାଲ ଗୁଡିକୁ ଦଲାଲ ମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ମଧ୍ୟ ପଢ଼ନ୍ତୁ: ଆର୍‌ଟିଓ ଅଫିସରେ ଚାଲିଛି ଦଲାଲ୍‌ଙ୍କ ରାଜ୍‌

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like