ଖୋଲିବ ଆରଟିଓ ଅଫିସ୍

ଭୁବନେଶ୍ୱର : ରାଜ୍ୟରେ RTOରେ ଚାଲିବ କାମ। ରାଜ୍ୟର ସମସ୍ତ RTO ଅଫିସ୍‌ରେ କାମ ଚାଲୁ ପାଇଁ ନିର୍ଦ୍ଦେଶ ହୋଇଛି। ଅନୁମତି ପ୍ରାପ୍ତ କର୍ମଚାରୀଙ୍କୁ ନେଇ ଅଫିସ ଖୋଲିବାକୁ ନିର୍ଦ୍ଦେଶ ହୋଇଛି। ଏନେଇ ନିର୍ଦ୍ଦେଶନାମା ଜାରି କଲେ ପରିବହନ କମିଶନର।

ନିର୍ଦ୍ଦେଶ ସଂପର୍କରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସୂଚନା ଦେଇ କହିଛନ୍ତି  ଯେ ରେଜିଷ୍ଟ୍ରେସନ ନବୀକରଣ ଓ ମାଲିକାନା ପରିବର୍ତ୍ତନ କରାଯାଇପାରିବ। ଏହି ଦୁଇ କାର୍ଯ୍ୟ ପାଇଁ ଆସୁଥିବା ଉପଭୋକ୍ତାଙ୍କୁ ଅନୁମତି ମିଳିବ।

ଡିଏଲ୍ କିମ୍ବା RC ସମ୍ବନ୍ଧିତ  କୌଣସି ବ୍ୟକ୍ତିଙ୍କର ଡକ୍ୟୁମେଣ୍ଟ ହଜିଯାଇଥିଲେ ସେମାନଙ୍କୁ ଡୁପ୍ଲିକେଟ୍ ପ୍ରମାଣପତ୍ର ମଧ୍ୟ ଦିଆଯିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଢେଇ ଲକ୍ଷ ଡିଏଲ୍ ଏବଂ ଏଲ୍ଏଲ୍ କାମ ବକେୟା ରହିଛି। ମାସ୍କ, ସାମାଜିକ ଦୂରତା ନିୟମ କଡ଼ାକଡ଼ି ପାଳନ ପାଇଁ ମଧ୍ୟ କୁହାଯାଇଛି।

ଆହୁରି ପଢ଼ନ୍ତୁ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ସତର୍କ ରୁହ, ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ମହିଳା ଥାନାରେ ହାଜର ହେଲେ ଓଟିଭି HR ମୁଖ୍ୟ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

You might also like