କୋଷ୍ଟଗାର୍ଡ ଜାହାଜ ଭିତରେ ନାବିକଙ୍କ ଆତ୍ମହତ୍ୟା

ପାରାଦୀପ: ଏକ କୋଷ୍ଟଗାର୍ଡ ଜାହାଜରେ ଜଣେ ନାବିକଙ୍କ ଆତ୍ମହତ୍ୟା। ରେଜିୟା ସୁଲତାନା ନାମକ ଜାହାଜରେ ଜଣେ ନାବିକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ନାବିକଙ୍କ ନାଁ ଗୌତମନ୍ ଏ. କେ।

କୋଷ୍ଟଗାର୍ଡ ଅଧିକାରୀଙ୍କ ରିପୋର୍ଟ ପରେ ମେରାଇନ୍ ଥାନାର ତଦନ୍ତ ଆରମ୍ଭ କରିଛି। ଜାହାଜରୁ ମୃତଦେହକୁ ନେଇ ବ୍ୟବଚ୍ଛେଦ ଲାଗି ପୋଲିସ୍ ପଠାଇଛି।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like