ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ସଟ୍‌ଡାଉନ୍

ସମ୍ବଲପୁର: ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

ଆଜିଠୁ ୨୫ ତାରିଖ ଯାଏ ପ୍ରଥମ ଦଫା ଓ ୨୬ ରୁ ୩୧ ତାରିଖ ଯାଏ ଦ୍ୱିତୀୟ ଦଫା ସଟ୍‌ଡାଉନ୍ କରାଯିବ। ସଟ୍‌ଡାଉନ୍‌ରେ ଜିଲ୍ଲା ଭିତରେ ଗମନାଗମନ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ  ରହିବ। ଏଥିସହ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିବ।

କିଛି ଦିନ ଭିତରେ ସମ୍ବଲପୁର ଜିଲ୍ଲାରେ ମହାମାରୀ କରୋନା ଏହାର କାୟା ବିସ୍ତାର କରି ଚାଲିଛି। ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪ରେ ପହଞ୍ଚିଥିବା ବେଳେ ୧୧୨ ଜଣ ସୁସ୍ଥ ହୋଇଛନ୍ତି। ଆକ୍ଟିଭ କେସ୍- ୮୨ ରହିଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାରେ ସଟ୍‌ଡାଉନ୍ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like