ଭୋଟର୍‌ଙ୍କ ନିକଟରେ ପହଞ୍ଚିବା ପାଇଁ ସମ୍ବିତଙ୍କ ନିଆରା ପ୍ରୟାସ: ତେଲୁଗୁ ଭାଷାରେ ଗାଇଲେ ଗୀତ

ପୁରୀ: ଭୋଟର୍‌ଙ୍କ ନିକଟରେ ପହଞ୍ଚିବା ପାଇଁ ପ୍ରାର୍ଥୀମାନେ ବିଭିନ୍ନ ପ୍ରକାରର ପ୍ରୟାସ କରୁଥିବା ବେଳେ ପୁରୀ ଲୋକସଭା ଆସନର ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିଆରା ପ୍ରୟାସ କରିଛନ୍ତି।

ଗତକାଲି ସଂଧ୍ୟାରେ ପୁରୀ ପେଣ୍ଠକଟାରେ ନିର୍ବାଚନ ପ୍ରଚାର ପାଇଁ ଯାଇଥିବା ବେଳେ ସମ୍ବିତ ମଞ୍ଚ ଉପରେ ତେଲୁଗୁ ଭାଷାରେ ଗୀତ ଗାଇଥିଲେ।

ଯାହାକୁ ଦେଖି ଉପସ୍ଥିତ ଲୋକେ ବେଶ୍‌ ଖୁସି ହୋଇଥିଲେ। ଏନେଇ ସମ୍ବିତ ନିଜ ଟ୍ୱିଟର୍‌ ପେଜ୍‌ରେ ମଧ୍ୟ ଭିଡିଓ ଅପଲୋଡ କରିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like