• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ସଭାପତି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ମହାନ୍ତି । ଆଜି ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ ସିଂହଙ୍କ ସହ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

ସମୀର ମହାନ୍ତି ଦାୟିତ୍ୱ ଗ୍ରହଣ କରିବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ କେନ୍ଦ୍ରମନ୍ତ୍ରୀ। ଏହି ଅବସରରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବି ଉପସ୍ଥିତ ରହି ସମୀରଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଗତକାଲି ଦଳରେ ସହମତି ପରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ ସମୀର ମହାନ୍ତି ।

Samir-mohanty-takes-over-as-odisha-bjp-chief-01
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories