ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ରାଜ୍ୟ ସଭାପତି

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି।

ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଥିବାରୁ ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ରାଜ୍ୟ ବାହାରେ ଶ୍ରମିକମାନେ ଫସି ରହିଥିବା ବେଳେ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଶ୍ରମିକଙ୍କୁ ‌ଆଣିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଶ୍ରମିକ ଦିବସରେ ସରକାରଙ୍କ ଏଭଳି ନିଷ୍ପତ୍ତି ସ୍ୱାଗତଯୋଗ୍ୟ ବୋଲି ବିଜେପି ରାଜ୍ୟ ସଭାପତି କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହଯୋଗ କ୍ରମେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଥିଲେ। ଫଳରେ ପ୍ରଥମ ପର୍ଯ୍ୟାୟରେ କେରଳରେ ଫସି ରହିଥିବା ଓଡ଼ିଆ ଶ୍ରମିକମାନେ ଟ୍ରେନ୍ ଯୋଗେ ନିଜ ନିଜ ଘରକୁ ଫେରୁଛନ୍ତି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like