ବାଲୁକା କଳାରେ ଜେଟଲୀଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କୁ ବାଲୁକା କଳା ମାଧ୍ୟମରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ପୁରୀ ବେଳାଭୂମିରେ ସେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି। ପ୍ରାୟ ୫ ଟନ୍ ବାଲିରେ ଏହି ବାଲୁକା କଳା ନିର୍ମିତ ହୋଇଛି। ଏହାର ଓସାର ପ୍ରାୟ ୧୦ ଫୁଟ ରହିଛି।

ପ୍ରାୟ ୫ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ମାନସ ସାହୁ ଏହି ବାଲୁକା କଳା ନିର୍ମାଣ କରିଛନ୍ତି।

You might also like