ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜିଉ। ଏଥିପାଇଁ ସ୍ଥିର ହୋଇଛି ନୀତି ନିର୍ଘଣ୍ଟ।

ନୀତି ନିର୍ଘଣ୍ଟ ବିଷୟରେ ଜାଣି ରଖନ୍ତୁ

  • ଆସନ୍ତାକାଲି ଭୋର ୪ଟାରେ ଶ୍ରୀଜିଉଙ୍କର ମଙ୍ଗଳ ଆଳତି ହେବ।
  • ଏହାପରେ ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ ନୀତି ଅନୁଷ୍ଠିତ ହେବ।
  • ଭୋର ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟ ପୂଜା
  • ୫ଟା ୩୦ରେ ଦ୍ୱାରପାଳ ପୂଜା ସହ ବେଶ ସମାପନ ହେବ।
  • ସକାଳ ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ବା ଖେଚୁଡ଼ି ଭୋଗ ଲାଗି ହେବ।
  • ସେନାପଟା ଲାଗି ସକାଳ ୭ରୁ ୭ଟା ୩୦ ମଧ୍ୟରେ କରାଯିବ।
  • ୭ଟା ୪୫ରେ ମଙ୍ଗଳାର୍ପଣ ପରେ ୮ଟାରୁ ଆରମ୍ଭ ହେବ ବାହୁଡ଼ା ପହଣ୍ଡି।
  • ସକାଳ ୧୦ଟା ଯାଏ ପହଣ୍ଡି ଚାଲିବା ସହ ବେଶ ଶେଷ ହେବ।
  • ୧୦ଟା ୩୦ରୁ ୧୧ଟା ୩୦ ଭିତରେ ଛେରା ପହଁରା କରାଯିବ। ୧୧ଟାରୁ ଚାରମାଳ ଫିଟିବା ସହ ଘୋଡ଼ା ଯୋଖାଯିବ ।
  • ଏହାପରେ ମଧ୍ୟାହ୍ନ ୧୨ଟାରୁ ରଥଟଣା ଆରମ୍ଭ ହେବ।

ସେପଟେ ଆଜି ଗୁଣ୍ଡିଚାମନ୍ଦିରରେ ମହାପ୍ରଭୁଙ୍କ ଶେଷ ଦର୍ଶନ। ଆଜି ସନ୍ଧ୍ୟା ଦର୍ଶନ ସହ ଶ୍ରଦ୍ଧାଳୁଙ୍କୁ ମିଳିବ ଶେଷ ଆଡ଼ପ ଅବଢ଼ା।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like