ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଧାରଣା

ବୌଦ୍ଧ : ଶିକ୍ଷକଙ୍କ ବଦଳିକୁ ବିରୋଧ କରି ସ୍କୁଲରେ ତାଲା। ବୌଦ୍ଧ ଜିଲ୍ଲା ଖଣ୍ଡହତା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ।

ଅଭିଯୋଗ ହୋଇଛି, ଶିକ୍ଷକଙ୍କ ବଦଳି ପରେ ସ୍କୁଲରେ ବିଜ୍ଞାନ ଶିକ୍ଷକ ପଦବି ଖାଲି ପଡ଼ିଛି। ଯାହାର ପ୍ରଭାବ ଛାତ୍ରଛାତ୍ରୀଙ୍କ ବିଜ୍ଞାନ ପାଠପଢ଼ା ଉପରେ ପଡ଼ିବ। ତେଣୁ ଉକ୍ତ ଶିକ୍ଷକଙ୍କ ବଦଳି ବାତିଲ କରି ପୁନଃ ନିଯୁକ୍ତି ଦେବାକୁ ଅଡ଼ି ବସିଛନ୍ତି ଛାତ୍ରଛାତ୍ର ଓ ଅଭିଭାବକ।

You might also like