ଜୁଆର ମାଡ଼ରେ ଭାଙ୍ଗିଗଲା ବାସଗୃହ ; ଗାଁରେ ଭୟର ବାତାବରଣ

ଗଂଜାମ  : କାନ୍ଥ ଛୁଇଁଲା ସମୁଦ୍ର। ଜୁଆର ମାଡ଼ରେ ଲୀନ ହେବାରେ ଲାଗିଛି ଏକାଧିକ ଘର। ଏଭଳି ଘଟଣା ସାମନାକୁ ଆସିଛି ଗଂଜାମ ଜିଲ୍ଲା ଚିକିଟି ବ୍ଳକ୍‌ କୁତୁରୁ ପଂଚାୟତର ରାମୟାପାଟଣା ଗାଁରୁ।

ଜୁଆର ମାଡ଼ରେ ଘର ଭାଙ୍ଗି ଯାଉଥିବାବେଳେ ଏକାଧିକ ଘର ବିପଦ ସଂକୁଳ ଅବସ୍ଥାରେ ରହିଛି। ଘଟଣା ପରେ ଗାଁରେ ଭୟର ବାତାବରଣ ଖେଳିଯାଇଛି। ପୂର୍ବରୁ ମଧ୍ୟ ରାମୟାପାଟଣା ସହ ଏହି ଅଂଚଳର ଏକାଧିକ ଗାଁରେ ସମୁଦ୍ର କୂଳ ଲଂଘୁଥିବା ଅଭିଯୋଗ ହୋଇଥିଲା। ଏନେଇ ଗ୍ରାମବାସୀ ବାରମ୍ବାର ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଲୋକେ ବିପଦ ସଂକୁଳ ଅବସ୍ଥାରେ ଜୀବନ କାଟୁଥିବା ଅଭିଯୋଗ ହୋଇଛି।

ବାହୁଦା ନଦୀ ମୁହାଣକୁ ସବୁ ଦିନିଆ ମୁହାଣ କରାଯିବା ସହ କତୁରୁ ଠାରେ ଏକ ହାରବୋର୍ କରାଯିବାକୁ ଲୋକେ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ନଷ୍ଟ ହେଲେ ବା ହଜିଗଲେ ପୁଣି ମିଳିବ ଏସଏଲସି

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

You might also like