ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

କଟକ: ବରିଷ୍ଠ ବିଜେପି ନେତା ତଥା ଅବସରପ୍ରାପ୍ତ IPS ଅଶୋକ ସାହୁଙ୍କ ପରଲୋକ ହୋଇଯାଇଛି। କଟକ ପିଠାପୁର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।

ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିବା ନେଇ ଅଶୋକଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଅଶୋକ ସାହୁ। ଅବସର ପରେ ରାଜନୀତିରେ ପାଦ ଦେଇ ସେ ବିଜେପିରେ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like