ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା। କରୋନା ପଜିଟିଭ ହୋଇଥିବା ଟୁଇଟ୍ କଲେ ଜୁଏଲ ଓରାମ। ତେବେ ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରିବାକୁ ଓ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଂସଦ ଦୁଏଲ ଓରାମଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ କହିଛନ୍ତି ଯେ ସାଂସଦ ଶ୍ରୀ ଜୁଏଲ ଓରାମ କୋଭିଡ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

You might also like