ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ଦେହାନ୍ତ ହୋଇଛି।

ଆଜି ଭୋର ୪ଟା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ICUରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

ସେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଦୁ ସୁଆର ନିଯୋଗର ସମ୍ପାଦକ ଥିଲେ। ପୂର୍ବରୁ ପ୍ରେମାନନ୍ଦ ଦାସମହାପାତ୍ର ଦଇତାପତି ନିଯୋଗର ସମ୍ପାଦକ ମଧ୍ୟ ଥିଲେ।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like