ବସ୍ ଧକ୍କାରେ ବାଇକ୍ ଚୁର୍‌ମାର୍‌, ୧୦ ଆହତ

ନୟାଗଡ଼: ନୟାଗଡ଼ରେ ସିରିଜ୍‌ ଦୁର୍ଘଟଣା। ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ବାହାଡ଼ା ଛକରେ ବସ୍ ଧକ୍କାରେ ୧୦ ଜଣ ଲୋକ ଆହତ ହୋଇଛନ୍ତି। ୨ଟି ବାଇକ୍ ମଧ୍ୟ ଚୁର୍‌ମାର ହୋଇଯାଇଛି।

ବସ୍‌ଟି ପ୍ରଥମେ ଜଣକୁ ଧକ୍କା ଦେଇ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାରେ ସିରିଜ୍‌ ଦୁର୍ଘଟଣା ଘଟିଥିଲା।  ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା। ଉତ୍ତ୍ୟକ୍ତ ଲୋକ ଖଣ୍ଡପଡ଼ା ଥାନା ଘେରାଉ କରିଥିଲେ। ଏପଟେ ବସ୍‌ ଡ୍ରାଇଭରକୁ ପୁଲିସ ଅଟକ ରଖିଛି।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like