ପୋଲିସ କର୍ମଚାରୀଙ୍କ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲ୍ଲା ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୧୫ ରହିଛି। ସେଥିମଧ୍ୟରୁ ୩୨୧୭ କେବଳ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନାକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ର ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ବେଳେ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ । ଏନେଇ ଭୁବନେଶ୍ୱର ପୋଲିସ ଭବନରେ ସମସ୍ତ ପୋଲିସ କର୍ମଚାରୀଙ୍କ ସେରୋଲୋଜିକାଲ ସର୍ଭେ କରାଯାଇଛି।

ଗତକାଲି ଏହି ସେରୋଲୋଜିକାଲ ସର୍ଭେ କରାଯାଇଛି। ଏଥିପାଇଁ RMRC ନିର୍ଦ୍ଦେଶକ ଡକ୍ଟର ସଂଘମିତ୍ରା ପତିଙ୍କୁ ପୋଲିସ ବିଭାଗ ତରଫରୁ ଧନ୍ୟବାଦ ଦିଆଯାଇଛି । ରିପୋର୍ଟ ଆସିବା ପରେ ପୋଲିସ କର୍ମଚାରୀଙ୍କୁ କିପରି ମୁତୟନ କରାଯିବ, ସେଥିପାଇଁ ନୂଆ ରୂପରେଖ ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

You might also like