୨୦୧୯ ସୁଦ୍ଧା ସରିବ କଟକ-ଭୁବନେଶ୍ୱରରେ ଚାଲିଥିବା ଜାଇକା କାମ

ଭୁବନେଶ୍ୱର: କଟକ-ଭୁବନେଶ୍ୱରରେ ଚାଲିଥିବା ଜାଇକା ପ୍ରକଳ୍ପ କାମ ୨୦୧୯ ସୁଦ୍ଧା ସରିବ ବୋଲି ସୂଚନା ଦେଇଛନ୍ତି ଜାଇକା ପ୍ରକଳ୍ପ ନିର୍ଦ୍ଦେଶକ ବସନ୍ତ ପରିଡ଼ା।

କଟକରେ ସ୍ୱେରେଜ୍‌ ପାଇପ୍‌ଲାଇନ ବିଛାଇବା କାମ ୭୫ ପ୍ରତିଶତ ଓ ସ୍ୱେରେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ୯୫ ପ୍ରତିଶତ ଶେଷ ହୋଇଛି। ସେହିପରି ଭୁବନେଶ୍ୱରରେ ସ୍ୱେରେଜ୍‌ ଲାଇନ କାମ ୭୦ ପ୍ରତିଶତ ଓ ସ୍ୱେରେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ୫୮ ପ୍ରତିଶତ ଶେଷ ହୋଇଛି।

କଟକ ସିଡିଏରେ ନିର୍ମାଣାଧୀନ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଅକ୍ଟୋବର ଏବଂ ମତଗଜପୁର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଡିସେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଚୁକ୍ତିର ସମସ୍ତ ସର୍ତ୍ତ ପାଳନ ସହିତ ଚୁକ୍ତି ଖିଲାପ କଲେ ଠିକାଦାରଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ।

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ କଟକ-ଭୁବନେଶ୍ୱରରେ ଚାଲିଥିବା ଜାଇକା ପ୍ରକଳ୍ପର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଜାଇକାର ପ୍ରକଳ୍ପ ନିର୍ଦ୍ଦେଶକ।

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like