ଭଡ଼ା ଘରେ ଚାଲିଥିବା ସେକ୍ସ ରାକେଟ୍‌

ବ୍ରହ୍ମପୁର : ବ୍ରହ୍ମପୁର ଗୋସାଣୀ ନୂଆଗାଁ ଥାନା ଅନ୍ତର୍ଗତ ଅନ୍ନପୂର୍ଣ୍ଣା ନଗରରେ ସେକ୍ସ ରାକେଟ ଠାବ। ଏକ ଭଡ଼ା ଘରେ ଏହି ରାକେଟ ଚାଲିଥିବାବେଳେ, ପୁଲିସ ଅଚାନକ ଚଢାଉ କରି ଜଣେ ଯୁବତୀ ଓ ଦୁଇଜଣ ଯୁବକଙ୍କୁ ଗିରଫ କରିଛି।

ଗିରଫ ଯୁବକଙ୍କ ମଧ୍ୟରେ ଜଣେ ପୁରୀ ଅଂଚଳର। ତେବେ ଘଟଣା ସ୍ଥଳରୁ ସେକ୍ସ ରାକେଟର କିଙ୍ଗ୍‌ପିନ୍ ଫେରାର ହୋଇଯାଇଛି।

 

You might also like