ସବୁ ସ୍କୁଲ୍‌ ପିଲାଙ୍କୁ ମିଳିବ ଜୋତା, ଡ୍ରେସ୍‌

ଭୁବନେଶ୍ୱର : ଏଣିକି କେବଳ ଗରିବ ପରିବାରର ନୁହେଁ, ସବୁ ବର୍ଗର ପିଲାଙ୍କୁ ସ୍କୁଲରେ ମିଳିବ ଜୋତା ଓ ଡ୍ରେସ୍।  ସବୁ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ପୋଷାକ ସହ ଜୋତା ପ୍ରଦାନ କରାଯିବାକୁ ସରକାର ନିଷ୍ପତ୍ତି ନେଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ପୂର୍ବରୁ କେବଳ ବିପିଏଲ୍ ପରିବାରର ପିଲାଙ୍କୁ ଜୋତା ଓ ଡ୍ରେସ୍ ମିଳୁଥିଲା। ହେଲେ ଏଣିକି ସବୁ ସରକାରୀ ସ୍କୁଲ୍ ପିଲାଙ୍କୁ ଜୋତା ଓ ଡ୍ରେସ୍ ସହ ପରିଚୟପତ୍ର ମଧ୍ୟ ମିଳିବ ବୋଲି କହିଛନ୍ତି ଗଣଶିକ୍ଷାମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like