୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣା କୋହଳ

ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଇଁ ୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣାକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା-  ଗଂଜାମ, ଖୋର୍ଦ୍ଧା, ଗଜପତି ଓ କଟକ। ଏହି ସହର ଓ ସହରଗୁଡ଼ିକରେ ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ସଟ୍‌ଡାଉନ।

ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କଟକଣା କୋହଳ କରାଯାଇଛି।

ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନହେବାକୁ ନିର୍ଦ୍ଦେଶ ଦେବା ସହିତ ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

 

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like