ବାତ୍ୟା ବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଲେ ଶିଖ୍‌ ସମ୍ପ୍ରଦାୟ

ଭୁବନେଶ୍ୱର: ଶିଖ୍‌ ସମ୍ପ୍ରଦାୟର ଆନ୍ତର୍ଜାତିକ ସଂସ୍ଥା ‘ଖାଲସା ଏଡ୍’ ବାତ୍ୟା ବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ଭୁବନେଶ୍ୱର ସ୍ଥିତ ଗୁରୁଦ୍ୱାର ସିଂହ ସଭା ସଂଗଠନ ସହାୟତାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିପନ୍ନଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି।

ଗତ ଶନିବାର ଠାରୁ ଏହି ସଂସ୍ଥା ଦ୍ୱାରା ଭୁବନେଶ୍ୱର ଓ ପୁରୀରେ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ପୁରୀରେ ପ୍ରାୟ ୫ ହଜାର ଲୋକଙ୍କ ପାଇଁ ଫ୍ରି କିଚେନ୍ ଆରମ୍ଭ ହୋଇଛି।

ପୁରୀରେ ଜିଲ୍ଲା ପ୍ରଶାସନର ସହାୟତାରେ ଏହି ସଂଗଠନ ପକ୍ଷରୁ ବିପନ୍ନଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like