କରୋନା ସଂକ୍ରମିତ ଚିହ୍ନଟ ପରେ କଟକ ଶିଶୁଭବନ ଆଉଟଡୋର ବନ୍ଦ

କଟକ: କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କଟକ ଶିଶୁଭବନ ଆଉଟଡୋରକୁ ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟଡୋର ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ଶିଶୁଭବନରେ ଜରୁରୀକାଳୀନ ସେବା ଜାରି ରହିବ। ଏ ନେଇ ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। 

ସୂଚନାଥାଉ କି, ଗତକାଲି କଟକ ସହରରୁ ଆଉ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ କଟକ ଶିଶୁ ଭବନରୁ ଜଣେ ଶିଶୁ ଥିବାବେଳେ SCB ମେଡିକାଲରୁ ଆଉ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

 

 

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like